Top 10 similar words or synonyms for ଅଣସର

ପହଣ    0.857628

ରଥକ    0.791739

ରଥଯ    0.771006

ରହଙ    0.760905

ରଥର    0.740870

ପହ    0.737826

ମଇଲମ    0.722954

ହଡ    0.710416

ଉଙ    0.710414

ବକମ    0.701435

Top 30 analogous words or synonyms for ଅଣସର

Your secret weapon. Online courses as low as $11.99

Article Example
ଅଣସର ଗର୍ଭଗୃହ ସଂଲଗ୍ନ ଦକ୍ଷିଣ ଘରୁ ସେବାୟତମାନେ ସାତଗୋଟି ଚଳନ୍ତି ପ୍ରତିମା ଆଣି ଅଣସର ଘର ବାହାରପଟେ ପକାଯାଇଥିବା ଗୋଟିଏ ଖଟ ଉପରେ ରଖନ୍ତି । ବଳଭଦ୍ରଙ୍କ ଆସ୍ଥାନ ସମୀପରେ ରାମ, ନୃସିଂହ ଓ ଦୋଳଗୋବିନ୍ଦଙ୍କ ବିଗ୍ରହ ରହେ, ସୁଭଦ୍ରାଙ୍କ ସମୀପରେ ରହେ ଲକ୍ଷ୍ମୀ ଓ ସରସ୍ଵତୀଙ୍କ ପିତୁଳା ଦ୍ଵୟ ଏବଂ ଶ୍ରୀଜଗନ୍ନାଥଙ୍କ ସମ୍ମୁଖରେ ରହେ ମଦନମୋହନ ଓ କୃଷ୍ଣଙ୍କ ପ୍ରତିମୂର୍ତ୍ତି । ଏହି ସମୟରେ ଜଗନ୍ନାଥଙ୍କ ସ୍ଥାନରେ ଭକ୍ତମାନେ ବ୍ରହ୍ମଗିରିର ଅଲାରନାଥଙ୍କୁ ବିଷ୍ଣୁରୂପରେ ଦର୍ଶନ କରିଥାନ୍ତି ।
ଅଣସର ଶ୍ରୀଜଗନ୍ନାଥଙ୍କ ଅଣସର ଦୁଇପ୍ରକାର ପାଳିତ ହୁଏ ଯଥା: ୧. ସାଧାରଣ ଅଣସର ଓ ୨. ମହା ଅଣସର
ଅଣସର ଅଣସର ସମୟରେ ଗର୍ଭଗୃହରେ ଦାରୁ ମୂର୍ତ୍ତିମାନଙ୍କ ବଦଳରେ ପଟିଦିଅଁଙ୍କୁ ପୂଜା କରାଯାଇଥାଏ ।
ଅଣସର ସ୍ନାନ ପୂର୍ଣ୍ଣିମା ଦିନ ଗଭୀର ରାତିରେ, ବାଇଦ ବାଜଣା ସହ ଚିତ୍ରକାରମାନେ ଅଣସର ପଟ୍ଟିଗୁଡ଼ିକୁ ମନ୍ଦିରକୁ ଆଣନ୍ତି । ଆଷାଢ଼ ପ୍ରତିପଦାରୁ ଅମାବାସ୍ୟା ଯାଏଁ ଏକ ପକ୍ଷ ବ୍ୟାପି ଏହି ପଟି ଦେବତାଙ୍କ ଆଗରେ ଭୋଗ ବଢ଼ାଯାଏ ।
ଅଣସର ବଡ଼ଠାକୁରଙ୍କର ପଟିଦିଅଁ ବାସୁଦେବ, ଦେବୀ ସୁଭଦ୍ରାଙ୍କର ପଟିଦିଅଁ ଭାବେ ଯାଜ୍ଞସେନୀ ବା ଭୁବନେଶ୍ଵରୀ ଓ ଜଗନ୍ନାଥଙ୍କ ପଟିଦିଅଁ ଭାବେ ନାରାୟଣ ପୂଜା ପାଇବେ ।
ଅଣସର ଅଣସର ପଟି ତିନୋଟିକୁ ବଂଶାନୁକ୍ରମେ କେତେକ ଚିତ୍ରକର ଖୁବ ନିଷ୍ଠାରେ ପ୍ରସ୍ତୁତ କରିଥାଆନ୍ତି । ଚିତ୍ର କରିବା ସମୟତକ ସେମାନେ ନିରାମିଷା ଭକ୍ଷଣ କରନ୍ତି । କାମ ଚାଲିଥିବା କୋଠରୀକୁ ସ୍ତ୍ରୀ ଲୋକଙ୍କ ପ୍ରବେଶ ନିଷେଧ ଥାଏ । ଚିତ୍ର ପାଇଁ ଧଳାରଙ୍ଗ ଶଙ୍କରୁ ପ୍ରସ୍ତୁତ ହେଉଥିବା ବେଳେ, କଳାରଙ୍ଗ ନିମନ୍ତେ ପୋଲାଙ୍ଗ ଦୀପର କଳା, ହିଙ୍ଗୁଳରୁ ନାଲି, ହରିତାଳରୁ ହଳଦିଆ ଓ ଖଣ୍ଡନୀଳରୁ ନୀଳ ରଙ୍ଗ ପ୍ରସ୍ତୁତ କରାଯାଇଥାଏ ।
ଅଣସର ନବକଳେବରରେ ମହାପ୍ରଭୁଙ୍କର ସ୍ନାନ ନୀତି ପରେ ରତ୍ନବେଦୀ ସମ୍ମୁଖରେ ବାଉଁଶ ତାଟି ପରିବେଷ୍ଠିତ ଅସ୍ଥାୟୀ ଗୃହକୁ ମହା ଅଣସର ଗୃହ ବା ନିରୋଧନ ଗୃହ କୁହାଯାଏ । ଗୃହରେ ପରିବେଷ୍ଠିତ ତାଟିକୁ ଅଣସର ତାଟି କୁହାଯାଏ । ଅଣସର ଗୃହରେ ସମ୍ପାଦିତ ନୀତିକୁ ଅଣସର ନୀତି କୁହାଯାଏ । ଅଣସର ଗୃହକୁ ଗୁପ୍ତ ନୀତି ନିମନ୍ତେ ପ୍ରବେଶ ପାଇଁ ଏକ ଛୋଟ ତାଟି ଦ୍ଵାର ଥାଏ ଏହାକୁ ଧୁକୁଡ଼ି ଦ୍ଵାର କୁହାଯାଏ । ଏହି ଦୁଆର ଦେଇ ଦଇତା ଓ ପତି ମହାପାତ୍ର ସେବକ ଅଣସର ଗୃହକୁ ଗୁପ୍ତ ନୀତି ନିମନ୍ତେ ପ୍ରବେଶ କରିଥାନ୍ତି ।
ଅଣସର ଅଣସର ଘରେ ଠାକୁରମାନଙ୍କୁ ପଣା ଓ ଚକଟା ଭୋଗ ଆଦି କରାଯାଉଥିବା ବେଳେ ପଟିଦିଅଁଙ୍କୁ ଅନ୍ନଭୋଗ କରାଯାଇଥାଏ ।
ଅଣସର ଏହା ୧୫ ଦିନ ପାଇଁ ପ୍ରତିବର୍ଷ ଗୁଣ୍ଡିଚା ପୁର୍ବରୁ ପାଳିତ ହୁଏ।
ଅଣସର ଅଣସର ପ୍ରତିବର୍ଷ ଗୁଣ୍ଡିଚା ପୂର୍ବରୁ ୧୫ ଦିନ ପାଇଁ ପାଳିତ ହୁଏ । ତେବେ ମହା ଅଣସର ୪୫ଦିନ ପାଇଁ ପ୍ରତି ନବକଳେବର ପୂର୍ବରୁ ପାଳିତ ହୁଏ ।