Top 10 similar words or synonyms for ଆଗର

ଆଉ    0.782076

ଏପର    0.765796

ଏତ    0.761346

ବଦଳ    0.759318

ଘରର    0.754129

ପଖ    0.749644

ଘରକ    0.749501

ଇଗଲ    0.746095

ପଛର    0.740072

ଇଦ    0.729721

Top 30 analogous words or synonyms for ଆଗର

Article Example
ଓଡ଼ିଶୀ ଓଡ଼ିଶୀ ଭାରତର ଆଠଟି ଶାସ୍ତ୍ରୀୟ ନାଟ ଭିତରୁ ଗୋଟିଏ । ଏହା ଓଡ଼ିଶାରୁ ଜନ୍ମ ଲାଭ କରିଛି । ପୁରାତନ ତତ୍ଵ ଅନୁସାରେ ଏହା ଭାରତର ଜୀବନ୍ତ ନୃତ୍ୟକଳା ଭିତରୁ ଗୋଟିଏ । ଭାରତୀୟ ନୃତ୍ୟକଳାର ପୋଥି ନାଟ୍ୟ ଶାସ୍ତ୍ର ଏହାକୁ "ଓଡ୍ର-ମାଗଧି" ବୋଲି କହେ । ପ୍ରଥମ ଖ୍ରୀଷ୍ଟପୂର୍ବ ବେଳକୁ ଭୁବନେଶ୍ୱରର ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା ଯାହା ସେ କେତେ ପୁରୁଣା ସେକଥା ପ୍ରମାଣ କରେ । ପରାଧୀନ ଭାରତରେ ଫିରିଙ୍ଗିମାନଙ୍କ ଦେଇ ଏହା କିଛି ପରିମାଣରେ ଦବିଯାଇଥିଲେ ହେଁ ସ୍ଵାଧୀନତା ପରେ ଓଡ଼ିଶୀ ପୁଣି ତାର ଆଗର ଗୌରବ ଫେରିପାଇଥିଲା ।
ଇରମ ଚାନୁ ଶର୍ମିଳା ୨୦୧୪ ମସିହାରେ ଭାରତୀୟ ଜାତୀୟ ନିର୍ବାଚନରେ ସଂଖ୍ୟାଗରିଷ୍ଠ ଦୁଇ ରାଜନୀତିକ ଦଳ କଂଗ୍ରେସ ଓ ଭାରତୀୟ ଜନତା ଦଳ ଇରମଙ୍କୁ ନିର୍ବାଚନରେ ଲଢ଼ିବା ପାଇଁ ଅନୁରୋଧ କରିଥିଲେ ମଧ୍ୟ ସେ ମନାକରିଦେଇଥିଲେ । ତା'ପରେ ନିୟମ ଅନୁସାରେ ଜେଲରେ ଥିବାରୁ କୌଣସି ନାଗରିକଙ୍କୁ ଭୋଟ ଦେବାର ଅଧିକାର ନ ଥିବାରୁ ତାଙ୍କୁ ଭୋଟଦାନ ପାଇଁ ମନାକରାଯାଇଥିଲା । । କୌଣସି ଆଧାର ନଥିବାରୁ ୨୦୧୨ ଅଗଷ୍ଟ ୧୯ରେ ତାଙ୍କୁ ନ୍ୟାୟାଳୟ ତରଫରୁ ପୁଲିସ ହେପାଜତରୁ ବାହାରିବା ଲାଗି ଅନୁମତି ମିଳିଥିଲା । ତାଙ୍କୁ ୨୦୧୪ ଅଗଷ୍ଟ ୨୨ରେ ଆଗର ଗିରଫ ଭଳି ସମାନ ଆଧାରରେ ଆଉଥରେ ଗିରଫ କରାଯାଇ ୧୫ ଦିନ ହେପାଜତରେ ରଖାଯାଇଥିଲା । ଆମେନ୍‌ଷ୍ଟି ଇଣ୍ଟରନ୍ୟାସନାଲ ତାଙ୍କୁ ଜଣେ ରାଜନୀତିକ ବନ୍ଦୀ ଘୋଷଣା କରିଥିଲା ।
ଅକ୍ଷୟ ମହାନ୍ତି ଅକ୍ଷୟ ଆଗର କେନ୍ଦ୍ରାପଡ଼ା ଓ ଏବର କଟକ ଜିଲ୍ଲାର ବାଙ୍କିମୁଣ୍ଡେଇ ଗାଁରେ ବାପା ବିଚିତ୍ରାନନ୍ଦ ମହାନ୍ତି ଓ ମାଆ ସୁବର୍ଣ୍ଣ ମଞ୍ଜରି ଦେବୀଙ୍କଠାରୁ ଜନ୍ମଗ୍ରହଣ କରିଥିଲେ । ସେ ଷ୍ଟୁଆର୍ଟ ବିଜ୍ଞାନ ମହାବିଦ୍ୟାଳୟରୁ ଆଇ.ଏସ.ସି ଓ ରେଭେନ୍ସା ମହାବିଦ୍ୟାଳୟରୁ ବି.ଏ ପାସ କରିଥିଲେ । ମଧୁସୂଦନ ଆଇନ ମହାବିଦ୍ୟାଳୟରୁ, ସେ ଆଇନ ଶିକ୍ଷା ମଧ୍ୟ ଗ୍ରହଣ କରିଛନ୍ତି । କୌଣସି ପ୍ରକାରର ମାନକ ସଙ୍ଗୀତ ଶିକ୍ଷା ନେଇ ନଥିବା ଅକ୍ଷୟ, ମାତ୍ର ୨୨ ବର୍ଷ ବୟସରେ କଟକ ଆକାଶବାଣୀଠାରେ ସରକାରୀ ଚାକିରିରେ ଯୋଗ ଦେଇଥିଲେ, ହେଲେ ସାତ ବର୍ଷ ପରେ ଚାକିରି ଛାଡ଼ି ପୁରା ସମୟ ସଙ୍ଗୀତପାଇଁ ହିଁ ଦେଇଥିଲେ । ସେତେବେଳକୁ ସେ ଆକାଶବାଣୀ, କଟକର ଜଣେ ଗାୟକ ଭାବରେ କଳଗାଉଣା (ଗ୍ରାମୋଫୋନ) ଜରିଆରେ କଣ୍ଠଦାନ କରୁଥିଲେ ।
ସରସ୍ଵତୀ ମଥୁରା ନିକଟସ୍ଥ କାଳୀତିକା ଜୈନ ସ୍ତୁପରୁ ଏକ ମନୋଜ୍ଞ ସରସ୍ଵତୀ ମୂର୍ତ୍ତି ମିଳିବା ଘଟଣାରୁ ଜୈନଧର୍ମରେ ସରସ୍ଵତୀଙ୍କର ପୂଜା ରହିଥିବା ସୂଚନା ଦିଏ । ଜୋରୋଆଷ୍ଟର ଧର୍ମରେ ସରସ୍ୱତୀଙ୍କୁ ସରୋଶା ନାମରେ ଜଣାଯାଏ, ଯିଏ ଏଇ ପୃଥିବୀର ରକ୍ଷା କାରିଣୀ। ସରୋଶା (ଆଜ୍ଞାବହତା) ହେଉଛନ୍ତି ଆହୁରା ମଜଦାଙ୍କର ପତ୍ନୀ ଓ ଦୂତୀ, ଯାହାଙ୍କର କାମ ହେଲା ଡାଇନାଙ୍କୁ ଶିକ୍ଷାଦେବା । ଡାଇନା ହେଉଛନ୍ତି ବିବେକ ଓ ଧର୍ମର ସଙ୍ଗମ । ମୃତ୍ୟୁ ଉପରାନ୍ତ ଜୀବନରେ ସେ ଆତ୍ମାମାନଙ୍କୁ ଆଗର ଦିଗ୍ଦର୍ଶନ ଦେଇଥାନ୍ତି। ତାଙ୍କର ଏକ ଚିହ୍ନ ମୟୁରର ଡାକ ପୂତାତ୍ମାମାନଙ୍କୁ ସେମାନଙ୍କ କର୍ତ୍ତବ୍ୟ ବିଷୟରେ ସଚେତନ କରାଇଦିଏ । ବର୍ମିଜ ଭାଷାରେ ତାଙ୍କୁ ଥୁରାଥଡି ("Thurathadi"), ଥାଇ ଭାଷାରେ ସୁରାସୱଦୀ ("Surasawadee"), ଜାପାନୀ ଭାଷାରେ ବେଞ୍ଜାଇତେନ ବୋଲି ପରିଚିତା ।
ଭାରତର ନୃତ୍ୟକଳା ଓଡ଼ିଶୀ ଭାରତର ଆଠଟି ଶାସ୍ତ୍ରୀୟ ନାଟ ଭିତରୁ ଗୋଟିଏ । ଏହା ଓଡ଼ିଶାରୁ ଜନ୍ମ ଲାଭ କରିଛି । ପୁରାତନ ତତ୍ଵ ଅନୁସାରେ ଏହା ଭାରତର ଜୀବନ୍ତ ନୃତ୍ୟକଳା ଭିତରୁ ଗୋଟିଏ । ଭାରତୀୟ ନୃତ୍ୟକଳାର ପୋଥି ନାଟ୍ୟ ଶାସ୍ତ୍ର ଏହାକୁ "ଓଡ୍ର-ମାଗଧି" ବୋଲି କହେ । ପ୍ରଥମ ଖ୍ରୀଷ୍ଟପୂର୍ବ ବେଳକୁ ଭୁବନେଶ୍ୱରର ଖଣ୍ଡଗିରି ଓ ଉଦୟଗିରିଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା ଯାହା ସେ କେତେ ପୁରୁଣା ସେକଥା ପ୍ରମାଣ କରେ । ପରାଧୀନ ଭାରତରେ ଫିରିଙ୍ଗିମାନଙ୍କ ଦେଇ ଏହା କିଛି ପରିମାଣରେ ଦବିଯାଇଥିଲେ ହେଁ ସ୍ଵାଧୀନତା ପରେ ଓଡ଼ିଶୀ ପୁଣି ତାର ଆଗର ଗୌରବ ଫେରିପାଇଥିଲା ।