Top 10 similar words or synonyms for ଆଳ

ଦହ    0.876525

କଦଳ    0.829089

ଟଳ    0.824230

ଭଜ    0.820565

ଓଳ    0.806846

ଖଇ    0.790578

ଉଳ    0.783438

ମସଲ    0.776053

ଖଡ    0.768101

ଦଉଡ    0.762987

Top 30 analogous words or synonyms for ଆଳ

Article Example
ଛ ମାଣ ଆଠ ଗୁଣ୍ଠ ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି।