Top 10 similar words or synonyms for ନବର

ନବମ    0.677153

ଋଷ    0.673320

ଟମ    0.652074

ଉପବ    0.637111

ସହସ    0.635715

ଅଷ    0.627317

ଜୟନ    0.625932

ଵୟ    0.617801

କର    0.613010

ଦଶମ    0.611866

Top 30 analogous words or synonyms for ନବର

Article Example
ଜୟପୁର ଉତ୍ଥିତ ରାଜପଥ ବର୍ତମାନ ଏହି ଦୁଇ ଲେନ ବିଶିଷ୍ଟ ରାସ୍ତା ମାତ୍ର 2.95 କିଲୋମିଟର ଦୀର୍ଘତାର ହେଇଥିଲେ ମଧ୍ୟ ଏହା ଜଯପୁର ସହରର ଅତ୍ୟନ୍ତ ବ୍ୟସ୍ତ ସହର ରାସ୍ତା ପାଇଁ ଖୁବ ଉପଯୋଗୀ ସାବ୍ୟସ୍ତ ହେଇଛି । ତେଣୁ ସରକାର ଏହାର ପରିବର୍ଦ୍ଧନ ପାଇଁ ଯୋଜନା ଚୁଡାନ୍ତ କରିଛନ୍ତି । ଏହାକୁ ଆଜମର ଆଡେ ଯାଉଥିବା ରାସ୍ତା ଆଡେ ମଧ୍ୟ ପରିବର୍ଦ୍ଧନ କରି 22 ନବର ଗୋଦାମ ଆଡେ ନେବାର ଯୋଜନା କରାଯାଇଛି ।
ଦୁର୍ଗା ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ। ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନବଦିନ, ତ୍ରିଦିନ ଧରି ପାଳିତ ହୁଏ । ମୁଖ୍ୟତ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷ ମଧ୍ୟ ବାସନ୍ତୀ ନବରାତ୍ର ରୂପେ ପରିଚିତ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ । ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ।ଅର୍ଣର ଅର୍ଥ ଅକ୍ଷର।ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ। ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ।
ଓଡ଼ିଶାର ଦଶହରା ଦୁର୍ଗା ପୂଜା ହିନ୍ଦୁଧର୍ମାବଲମ୍ବୀମାନଙ୍କର ତଥା ଓଡ଼ିଶାର ଏକ ପ୍ରମୁଖ ପର୍ବ । ଏହି ପର୍ବର ଶେଷ ଦିନଟିକୁ ଦଶହରା ବା ବିଜୟା ଦଶମୀ ନାମରେ ପରିଚିତ । ଦୁର୍ଗା ପୂଜା ଶକ୍ତି ଉପାସନାର ପର୍ବ । ଏହା ବିଭିନ୍ନ କୁଳାଚାର ମତେ ଷୋଳଦିନ, ନଅଦିନ ବା ତିନିଦିନ ଧରି ପାଳିତ ହୁଏ । ମୁଖ୍ୟତଃ ଶରତ ଋତୁର ଆଶ୍ଵିନ ଶୁକ୍ଲପକ୍ଷ ପ୍ରତିପଦ ଠାରୁ ନବମୀ ବିଶେଷଭାବେ ଦେବୀଙ୍କ ପୂଜନର ପ୍ରକୃଷ୍ଟ ସମୟ ହୋଇଥିଲେ ହେଁ ଚୈତ୍ର ଶୁକ୍ଲ ପକ୍ଷରେ ମଧ୍ୟ ଏହା ବାସନ୍ତୀ ନବରାତ୍ର ରୂପେ ପାଳନ କରାଯାଇଥାଏ । ଦେବୀ ପୁରାଣ ଓ କାଳିକା ପୁରାଣରେ ଦୁର୍ଗାପୂଜାକୁ ଶାରଦୀୟ ପାର୍ବଣ କୁହାଯାଉଥିବା ବେଳେ ମାର୍କଣ୍ଡେୟ ପୁରାଣରେ ବାର୍ଷିକୀ ଶାରଦ ପୂଜନ କୁହାଯାଏ । ଦେବୀ ଦୁର୍ଗା ଦୁଃଖନାଶିନୀ।ନବରାତ୍ରୀରେ ଦୁର୍ଗାଙ୍କୁ ଶ୍ରଦ୍ଧାର ସହ ପୂଜା କଲେ ଉପାସକ ନବଶକ୍ତି ପ୍ରାପ୍ତ ହେଇଥାନ୍ତି । ଶାରଦୀୟ ନବରାତ୍ରୀ କାଳରେ ବ୍ରହ୍ମାଣ୍ଡର ସମସ୍ତ ଗ୍ରହ ସକ୍ରିୟ ଥିବାରୁ ଶକ୍ତି ଉପାସକଙ୍କର କୈଣସି ଅନିଷ୍ଟ ହୁଏନାହିଁ । ଦୁର୍ଗାଙ୍କର ଏହି ନବଶକ୍ତି ଜାଗ୍ରତ କରିବା ପାଇଁ ନବାର୍ଣ୍ଣ ବା ନବାକ୍ଷରୀ ମନ୍ତ୍ର ଜପ କରିବା ପାଇଁ ପରାମର୍ଶ ଦିଆଯାଇଛି । ନବର ଅର୍ଥ ନଅ ଓ ଅର୍ଣର ଅର୍ଥ ଅକ୍ଷର । ନବାର୍ଣ୍ଣ ମନ୍ତ୍ରଟି ହେଉଛି - ଐଂ ହ୍ଲୀଂ କ୍ଲୀଂ ଚାମୁଣ୍ଡାୟୈ ବିଚ୍ଚେ।ଏହି ମନ୍ତ୍ରର ପ୍ରତ୍ୟେକ ଅକ୍ଷର ଦୁର୍ଗାଙ୍କ ଗୋଟିଏ ଗୋଟିଏ ଶକ୍ତିର ପରିଚାୟକ ।