Top 10 similar words or synonyms for ବଳର

ଅନନ    0.780423

ଭଗବ    0.745327

ମବ    0.740061

ଵନ    0.735931

ଯଶ    0.730870

ଭଗବତ    0.729760

ରକଟ    0.727934

ଣଙ    0.725387

ଧବ    0.725211

ଗବତ    0.722211

Top 30 analogous words or synonyms for ବଳର

Article Example
କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ ଗେଜ୍ ବୋଜୋନର ଆଭ୍ୟନ୍ତରୀଣ ଆବର୍ତ୍ତନର ମାତ୍ରା ୧ । ମୌଳିକ କ୍ଷୁଦ୍ରକଣମାନେ ପରସ୍ପର ମଧ୍ୟରେ ଗେଜ୍ ବୋଜୋନ୍ ବିନିମୟଦ୍ଵାରା ପରସ୍ପର ଉପରେ ବଳ ପ୍ରୟୋଗ କରିଥାନ୍ତି । ବିଦ୍ୟୁତ୍-ଚୁମ୍ବକୀୟ ବଳର ବାହକ/କାରଣ ହେଲା ଫୋଟୋନ୍ । W ବୋଜୋନ୍ ଓ Z ବୋଜୋନ୍ ଶକ୍ତିହୀନ ନାଭିକୀୟ ବଳର ବାହକ । ଶକ୍ତିଶାଳୀ ନାଭିକୀୟ ବଳର କାରଣ ହେଲା ଗ୍ଲୁଅନ୍ ।
କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ ଏହି ବଳର ପ୍ରଭାବ କମ୍ । କିନ୍ତୁ ଏହାର ପ୍ରଭାବ କ୍ଷେତ୍ର ଅତି ବିଶାଳ । ସାଧାରଣତଃ ଅଧିକ ବସ୍ତୁତ୍ଵ ବିଶିଷ୍ଟ ବସ୍ତୁମାନଙ୍କ ମଧ୍ୟରେ ଏହି ବଳର ପ୍ରଭାବ ଦେଖାଯାଏ । କିନ୍ତୁ କଣିକାମାନଙ୍କ ବସ୍ତୁତ୍ଵ ଅତି କମ୍ ହୋଇଥିବାରୁ ଏହି ବଳର ମାନ ମଧ୍ୟ ନଗଣ୍ୟ । ଏହି କାରଣରୁ ମହାକର୍ଷଣ ବଳ ବିଷୟରେ ମାନକ ମଡ଼େଲରେ କୌଣସି ବର୍ଣ୍ଣନା ନାହିଁ । ପରବର୍ତ୍ତୀ ସମୟରେ କାଳ୍ପନିକ ବୋଜୋନ୍ ଗ୍ରାଭିଟନ୍ ସହିତ ମହାକର୍ଷଣ ବଳର ସମ୍ପର୍କ ସ୍ଥାପନ କରାଯାଇ ଏମାନଙ୍କୁ ଆଦର୍ଶ ମାନଦଣ୍ଡରେ ସ୍ଥାନ ଦିଆଯାଇଛି ।
କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ୧୯୧୬ରେ ସେ ସରକାରଙ୍କ ଦେଇ ସେନା-ବଳର କମିସନର ପଦରେ ନିଯୁକ୍ତ ହୋଇଥିଲେ ।
କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ ଏହି ପ୍ରକାରର ବଳର ପ୍ରଭାବ କ୍ଷେତ୍ର ଓ ବଳର ମାନ ବିଦ୍ୟୁତ୍-ଚୁମ୍ବକୀୟ ବଳ କିମ୍ବା ଶକ୍ତିଶାଳୀ ବଳଠାରୁ ଅପେକ୍ଷାକୃତ ଭାବେ ସୀମିତ । ତେଣୁ ଏହାକୁ ଶକ୍ତିହୀନ ବଳ ବୋଲି କୁହାଯାଏ । ଶକ୍ତିହୀନ ବଳ ହିଁ ନାଭିକୀୟ ଅବକ୍ଷୟର କାରଣ ।  ଫର୍ମିଅନ୍ ପରସ୍ପର ମଧ୍ୟରେ W+ ବୋଜୋନ୍, W- ବୋଜୋନ୍ ଓ Z ବୋଜୋନ୍ ବିନିମୟଦ୍ଵାରା ଶକ୍ତିହୀନ ବଳ ଜାତ ହୁଏ । ଏହି ତିନି ପ୍ରକାରର ବୋଜୋନର ବସ୍ତୁତ୍ଵ ପ୍ରୋଟୋନ୍ ବା ନ୍ୟୁଟ୍ରନର ବସ୍ତୁତ୍ଵଠାରୁ ଅଧିକ । ତେଣୁ ଏମାନଙ୍କ ବଳର ପ୍ରଭାବ କ୍ଷେତ୍ର କମ୍ । 
ସାଧାରଣ ଆପେକ୍ଷିକ ତତ୍ତ୍ୱ ନିଉଟନଙ୍କ ଅନୁସାରେ କୌଣସି ବସ୍ତୁର ଗତି ତା'ର ପାରିପାର୍ଶ୍ଵିକ ବଳଦ୍ଵାରା ପ୍ରଭାବିତ ହୋଇଥାଏ । ବଳର ପ୍ରଭାବରେ ବସ୍ତୁ ସ୍ଥିତାବସ୍ଥାରୁ ଗତିଶୀଳ ହୁଏ ଓ ଏହାର ଗତିପଥ ଏକ ସରଳରେଖା ହୋଇଥାଏ । ବସ୍ତୁର ତ୍ଵରଣ ଓ ବସ୍ତୁତ୍ଵର ଗୁଣନଫଳ ଏହି ବଳର ଆନୁମାନିକ ମାପ ସହିତ ସମାନ । ନିଉଟନଙ୍କ ଅନୁସାରେ ମୁକ୍ତ ଭାବେ ପତନ ହେଉଥିବା ବସ୍ତୁର ଗତିପଥ ତା'ର ସ୍ଥିତି ଓ ପ୍ରାରମ୍ଭିକ ବେଗ ଉପରେ ନିର୍ଭର କରେ । ବସ୍ତୁର ବସ୍ତୁତ୍ଵର ଏହା ଉପରେ କୌଣସି ପ୍ରଭାବ ନାହିଁ ।