Top 10 similar words or synonyms for ମଇ

ଅଗଷ    0.870545

ନଭ    0.748395

ବତନ    0.651658

ୟମନ    0.624883

ମସ    0.621956

ରଫ    0.615386

ଶଚ    0.592351

ଏପ    0.586112

କଟକର    0.585746

ରଣଜ    0.582931

Top 30 analogous words or synonyms for ମଇ

Article Example
ମଇ ମଇ ମାସ ଜୁଲିଆନ ଓ ଗ୍ରେଗୋରିଆନ କ୍ୟାଲେଣ୍ଡରରେ ବର୍ଷର ପଞ୍ଚମ ମାସ । ଗ୍ରୀକ୍‌ ମାଇଥୋଲୋଜିରେ ଦେବୀ 'ମାଇଆ'ଙ୍କ ନାମାନୁସାରେ ମଇ ମାସର ନାମକରଣ ହୋଇଛି ।
ମଇ Nrusingha Janmostava
ମଇ ଦିବସ ୮ ଘଣ୍ଟା କାର୍ଯ୍ୟ ସମୟ ଦାବୀରୁ ଜନ୍ମ ନେଲା ବିଶ୍ଵ ଶ୍ରମିକ ଦିବସ । ପୁଞ୍ଜିବାଦୀ ବ୍ୟବସ୍ଥା ବିରୋଧରେ ବିଶ୍ଵ ଶ୍ରମଜୀବୀ ସମୁଦାୟର ଏହା ଥିଲା ପ୍ରଥମ ରାଜନୈତିକ ସଂଗ୍ରାମ । ୧୮୮୪ ମସିହାଠାରୁ ଏହି ଦାବୀ ନେଇ ଧାରାବାହିକ ଆନ୍ଦୋଳନ ଆମେରିକାରେ ଚାଲିଲା । ଯୁକ୍ତରାଷ୍ଟ୍ର ଆମେରିକାରେ ଏହି ଆନ୍ଦୋଳନର ସୂତ୍ରପାତ ହୋଇଥଲେ ହେଁ ବିଶ୍ଵର ସମସ୍ତ ସ୍ଵାଧୀନ ଓ ପରାଧୀନ ଦେଶର ଶ୍ରମଜୀବୀମାନଙ୍କୁ ଏହା ପ୍ରଭାବିତ କରିଥଲା । ଯୁକ୍ତରାଷ୍ଟ୍ର ଆମେରିକାର ବାଲ୍ଲିମୋର ସହରରେ ୧୮୬୬ ମସିହା ଅଗଷ୍ଟ ୨୦ ତାରିଖରେ ଷାଠିଏଟି ୟୁନିୟନର ପ୍ରତିନିଧିମାନେ ଏକତ୍ରିତ ହୋଇ ଆଠଘଣ୍ଟା ଶ୍ରମ ଦିବସ ପାଇଁ ଆଇନ ପ୍ରଣୟନ ପାଇଁ ପ୍ରସ୍ତାବ ଗ୍ରହଣ କରିଥଲେ । ନ୍ୟାସନାଲ ଲେବର ୟୁନିୟନ ମଧ ପୁଞ୍ଜିବାଦୀ ଦାସତ୍ଵରୁ ଶ୍ରମଜୀବୀମାନଙ୍କୁ ମୁକ୍ତ କରାଇବା ପାଇଁ ଲକ୍ଷ୍ୟ ରଖିଥଲା । ୧୮୬୮ରେ ଯୁକ୍ତରାଷ୍ଟ୍ର ଆମେରିକାର କଂଗ୍ରେସ ଆଠଘଣ୍ଟା ଶ୍ରମଦିବସକୁ ଗ୍ରହଣ କରିଥଲା । ପ୍ରଥମ ଆନ୍ତର୍ଜାତିକର ଜେନିଭା ଅଧିବେଶନ ମଧ୍ୟ ଉକ୍ତ ପ୍ରସ୍ତାବକୁ ଗ୍ରହଣ କରିଥଲା ।
ମଇ ଦିବସ ମଇ ପହିଲା ହେଉଛି ବିଶ୍ଵ ଶ୍ରମିକ ଦିବସ ବା ମଇ ଦିବସ । ପୃଥିବୀର ଅନ୍ୟାନ୍ୟ ଦେଶରେ ଏହା ଆନ୍ତର୍ଜାତିକ ଶ୍ରମ ଦିବସ ନାମରେ ମଧ୍ୟ ପାଳିତ ହୁଏ ।
ଗୋବିନ୍ଦ ତେଜ ଗୋବିନ୍ଦ ତେଜ (୨୬ ମଇ ୧୯୨୮- ୧୮ ଅଗଷ୍ଟ ୨୦୧୬) ଜଣେ ଓଡ଼ିଆ ଅଭିନେତା, କାହାଣୀକାର, ପ୍ରଯୋଜକ ଓ ନିର୍ଦ୍ଦେଶକ ଥିଲେ । ସେ ୧୯୨୮ ମସିହା ମଇ ୨୬ ତାରିଖରେ ଅନୁଗୋଳର ଅମଲାପଡ଼ାଠାରେ ଜନ୍ମଗ୍ରହଣ କରିଥିଲେ ।