Top 10 similar words or synonyms for anton

electrons    0.923882

provided    0.922806

component    0.922233

isolated    0.919114

initially    0.917352

roof    0.916651

flash    0.916346

attacks    0.913152

sample    0.913135

prove    0.912956

Top 30 analogous words or synonyms for anton

Article Example
ଆଲୋକ ପ୍ରଥମରୁ ଆଲୋକକୁ କେବଳ ତରଙ୍ଗ ବୋଲି କୁହାଯାଉଥିଲା । ମାତ୍ର କେତେଗୁଡ଼ିଏ ପରିସ୍ଥିତିରେ ଆଲୋକର ତରଙ୍ଗ ଗୁଣ ଆମକୁ ସନ୍ତୁଷ୍ଟ କରିପାରିଲା ନାହିଁ । ସେମିତିକା ଏକ ପରିଘଟଣା ହେଉଛି "ଆଲୋକ-ବିଦ୍ୟୁତ୍ ପ୍ରଭାବ" ("Photoelectric Effect" ) । ୧୯୦୦ ମସିହାରେ ଜର୍ମାନୀର ପଦାର୍ଥ ବିଜ୍ଞାନୀ ଫିଲିପ୍ ଏଡୁଆର୍ଡ୍ ଏଣ୍ଟନ୍ ଲେନାର୍ଡ ("Philipp Eduard Anton Lenard" ) ଜାଣିବାକୁ ପାଇଲେ ଯେ କୌଣସି ଧାତବପୃଷ୍ଠ ଉପରେ ନୀଳ ଓ ବାଇଗଣୀ ପ୍ରଭୃତି ରଙ୍ଗର ଆଲୋକ ପଡ଼ିଲେ ଧାତବପୃଷ୍ଠରୁ ଇଲେକ୍‌ଟ୍ରୋନ୍ କଣିକାମାନ ବାହାରକୁ ବାହାରି ଆସୁଛନ୍ତି । ଏହାକୁ "ଆଲୋକ-ବିଦ୍ୟୁତ୍ ପ୍ରଭାବ" କୁହାଗଲା । ଅବଶ୍ୟ ୧୩ ବର୍ଷ ପୂର୍ବରୁ ୧୮୮୭ ମସିହାରେ ଜର୍ମାନୀର ପଦାର୍ଥ ବିଜ୍ଞାନୀ ହେନେରିକ୍ ରୁଡୋଲ୍‌ଫ୍ ହର୍ଜ୍ ("Heinrich Rudolf Hertz" ) ଏଭଳି ପରିଘଟଣା ପ୍ରଥମେ ଲକ୍ଷ୍ୟ କରିଥିଲେ । ସେ ସମୟରେ ଆଲୋକର ତରଙ୍ଗୀୟ ଗୁଣ ଉପରେ ବୈଜ୍ଞାନିକମାନେ ବିଶ୍ଵାସ କରୁଥିଲେ, ଯାହାକି ଏହି ପରିଘଟଣାକୁ ସଫଳତାର ସହିତ ବୁଝେଇ ପାରିଲା ନାହିାଁ ବରଂ ଆଲୋକର କଣିକା ରୂପଦ୍ଵାରା ଆଇନ୍‌ଷ୍ଟାଇନ୍ ଏହାର ସଫଳ ବ୍ୟାଖ୍ୟା କରିପାରିଥିଲେ । ୧୯୦୫ ମସିହାରେ "ଆଲୋକ-ବିଦ୍ୟୁତ୍ ପ୍ରଭାବ'କୁ ବୁଝାଇବାକୁ ଯାଇ ଆଇନ୍‌ଷ୍ଟାଇନ୍ ସ୍ପଷ୍ଟ କରିଦେଲେ ଯେ, ଆଲୋକ ଏଠାରେ ତରଙ୍ଗ ପରି ନୁହଁ ବରଂ କଣିକା ପରି ବ୍ୟବହାର କରେ ।
ଫୋଟନ୍‌ ପ୍ରଥମରୁ ଆଲୋକକୁ କେବଳ ତରଙ୍ଗ ବୋଲି କୁହାଯାଉଥିଲା । ମାତ୍ର କେତେଗୁଡ଼ିଏ ପରିସ୍ଥିତିରେ ଆଲୋକର ତରଙ୍ଗ ଗୁଣ ଆମକୁ ସନ୍ତୁଷ୍ଟ କରିପାରିଲା ନାହିଁ । ସେମିତିକା ଏକ ପରିଘଟଣା ହେଉଛି "ଆଲୋକ-ବିଦ୍ୟୁତ୍ ପ୍ରଭାବ" ("Photoelectric Effect" ) । ୧୯୦୦ ମସିହାରେ ଜର୍ମାନୀର ପଦାର୍ଥ ବିଜ୍ଞାନୀ ଫିଲିପ୍ ଏଡୁଆର୍ଡ୍ ଏଣ୍ଟନ୍ ଲେନାର୍ଡ ("Philipp Eduard Anton Lenard" ) ଜାଣିବାକୁ ପାଇଲେ ଯେ କୌଣସି ଧାତବପୃଷ୍ଠ ଉପରେ ନୀଳ ଓ ବାଇଗଣୀ ପ୍ରଭୃତି ରଙ୍ଗର ଆଲୋକ ପଡ଼ିଲେ ଧାତବପୃଷ୍ଠରୁ ଇଲେକ୍‌ଟ୍ରୋନ୍ କଣିକାମାନ ବାହାରକୁ ବାହାରି ଆସୁଛନ୍ତି । ଏହାକୁ "ଆଲୋକ-ବିଦ୍ୟୁତ୍ ପ୍ରଭାବ" କୁହାଗଲା । ଅବଶ୍ୟ ୧୩ ବର୍ଷ ପୂର୍ବରୁ ୧୮୮୭ ମସିହାରେ ଜର୍ମାନୀର ପଦାର୍ଥ ବିଜ୍ଞାନୀ ହେନେରିକ୍ ରୁଡୋଲ୍‌ଫ୍ ହର୍ଜ୍ ("Heinrich Rudolf Hertz" ) ଏଭଳି ପରିଘଟଣା ପ୍ରଥମେ ଲକ୍ଷ୍ୟ କରିଥିଲେ । ସେ ସମୟରେ ଆଲୋକର ତରଙ୍ଗୀୟ ଗୁଣ ଉପରେ ବୈଜ୍ଞାନିକମାନେ ବିଶ୍ଵାସ କରୁଥିଲେ, ଯାହାକି ଏହି ପରିଘଟଣାକୁ ସଫଳତାର ସହିତ ବୁଝେଇ ପାରିଲା ନାହିାଁ ବରଂ ଆଲୋକର କଣିକା ରୂପଦ୍ଵାରା ଆଇନ୍‌ଷ୍ଟାଇନ୍ ଏହାର ସଫଳ ବ୍ୟାଖ୍ୟା କରିପାରିଥିଲେ । ୧୯୦୫ ମସିହାରେ "ଆଲୋକ-ବିଦ୍ୟୁତ୍ ପ୍ରଭାବ'କୁ ବୁଝାଇବାକୁ ଯାଇ ଆଇନ୍‌ଷ୍ଟାଇନ୍ ସ୍ପଷ୍ଟ କରିଦେଲେ ଯେ, ଆଲୋକ ଏଠାରେ ତରଙ୍ଗ ପରି ନୁହଁ ବରଂ କଣିକା ପରି ବ୍ୟବହାର କରେ । ଏହି କଣିକାକୁ ଫୋଟନ୍ କୁହାଯାଏ । ଫୋଟନ୍ ହେଉଛି ଶକ୍ତିର କ୍ଷୁଦ୍ରାତିକ୍ଷୁଦ୍ର ପୁଡ଼ିଆ ("Quantum") ।