Top 10 similar words or synonyms for arrest

cardiac    0.905219

abnormal    0.902927

experiment    0.893558

labor    0.887534

fictional    0.883051

shock    0.881506

soft    0.876466

artists    0.874019

nil    0.872448

edits    0.871731

Top 30 analogous words or synonyms for arrest

Article Example
ହୃଦ୍‌ରୋଧ ହୃଦ୍‌ରୋଧ (ଇଂରାଜୀ ଭାଷାରେ Cardiac arrest) ରୋଗରେ ହୃତ୍‌ପିଣ୍ଡ ସଙ୍କୋଚନ ହଠାତ୍ ବନ୍ଦ ହେବାରୁ ରକ୍ତ ସରବରାହ ବନ୍ଦ ହୋଇଯାଏ । ମୂର୍ଚ୍ଛା ଓ ଅସାଧାରଣ ଶ୍ୱାସକ୍ରିୟା ବା ଆଦୌ ଶ୍ୱାସକ୍ରିୟା ନ ହେବା ଆଦି ଲକ୍ଷଣ ଦେଖାଯାଏ । କେତେକ ଲୋକଙ୍କର ଛାତି ଯନ୍ତ୍ରଣା (), ଛୋଟ ଶ୍ୱାସକ୍ରିୟା (), ଅଇ () ଇତ୍ୟାଦି ଲକ୍ଷଣ ହୃଦ୍‌ରୋଧ ହେବା ପୂର୍ବରୁ ଦେଖାଯାଏ । କିଛି ମିନିଟ ମଧ୍ୟରେ ଚିକିତ୍ସା ନ ହେଲେ ସାଧାରଣତଃ ମୃତ୍ୟୁ ହୁଏ ।
ହୃଦ୍‌ଘାତ ହୃଦ୍‌ଘାତ (ଇଂରାଜୀରେ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏମ.ଆଇ. ଅଥବା ଆକ୍ୟୁଟ ମାୟୋକାର୍ଡ଼ିଆଲ ଇନଫାର୍କସନ ବା ଏ.ଏମ.ଆଇ., ବା ହାର୍ଟ ଆଟାକ୍ ଯଥାକ୍ରମେ Myocardial infarction (MI) or acute myocardial infarction (AMI), commonly known as a heart attack), ରୋଗ ହୁଏ ଯେତେବେଳେ ହୃତ୍‌ପିଣ୍ଡର ଗୋଟିଏ ଅଂଶକୁ ରକ୍ତ ସରବରାହ ବନ୍ଦ ହୋଇ ସେହି ସ୍ଥାନର ହୃତ୍‌ପିଣ୍ଡ ମାଂସପେଶୀ ମରିଯାଆନ୍ତି । ଏହାର ଅତି ସାଧାରଣ ଲକ୍ଷଣ: ଛାତି ଯନ୍ତ୍ରଣା ବା ଛାତି ବେଆରାମ ଯାହା କାନ୍ଧ, ବାହୁ, ପିଠି ଓ ହ‌ନୁ ହାଡ଼ ଆଡ଼କୁ ମାଡ଼ିଯାଏ । ଅଧିକାଂଶ ସମୟରେ ଏହି କଷ୍ଟ ଛାତି ମଝିରେ ବା ବାମ ପାଖରେ ହୁଏ ଓ କିଛି ମିନିଟରୁ ଅଧିକ ସମୟ ଧରି ରହେ । ଅନେକ ସମୟରେ ଏହା ଛାତି ଜ୍ୱଳନ ଭଳି ଲାଗେ । ଅନ୍ୟ ଲକ୍ଷଣ ମଧ୍ୟରେ ଛୋଟ ଶ୍ୱାସକ୍ରିୟା, ଓକାଳ, ଅଚେତ ଅନୁଭବ, ଥଣ୍ଡା ଝାଳ ଓ ଥକ୍କା ଲାଗିବା ଭଳି ଲାଗେ । ପ୍ରାୟ ୩୦ % ଲୋକଙ୍କର ଅସ୍ୱାଭାବିକ ଲକ୍ଷଣ ଥାଏ, ପୁରୁଷଙ୍କର ମହିଳାଙ୍କ ଅପେକ୍ଷା ଅଧିକ ଅସ୍ୱାଭାବିକ ଲକ୍ଷଣ ଦେଖାଯାଏ । ୭୫ ବର୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ମଧ୍ୟରୁ ୫ % ଲୋକଙ୍କର ସାମାନ୍ୟ ବା କୌଣସି ଲକ୍ଷଣ ନ ଥାଏ । ହୃଦ୍‌ଘାତ ଫଳରେ ହୃଦ୍‌ପାତ (heart failure), ଅନିୟମିତ ହୃତ ସ୍ପନ୍ଦନ ବା ହୃଦ୍‌ରୋଧ (cardiac arrest) ହୋଇପାରେ ।