Top 10 similar words or synonyms for aspirin

leishmaniasis    0.924066

pyrazinamide    0.916983

venezuela    0.915645

col    0.911215

uae    0.911095

ornitholestes    0.910269

porphyria    0.909386

senate    0.909048

seychelles    0.907805

dyed    0.907639

Top 30 analogous words or synonyms for aspirin

Article Example
ଆସ୍ପିରିନ ଆସ୍ପିରିନ (ଇଂରାଜୀ ଭାଷାରେ ଆସ୍ପିରିନ/Aspirin, ରାସାୟନିକ ନାମ ଆସେଟାଇଲ ସାଲିସାଲିକ ଏସିଡ/acetylsalicylic acid ବା ଏଏସଏ/ASA) ଏକ ପ୍ରକାର ଔଷଧ ଯାହା ପ୍ରଦାହ, ଯନ୍ତ୍ରଣା ଓ ଜ୍ୱର ନିବାରଣ ନିମନ୍ତେ ଦିଆଯାଏ । କାୱାସାକି ଡିଜିଜ, ପେରିକାର୍ଡ଼ାଇଟିସ () ଓ ରିଉମାଟିକ ଜ୍ୱର ଇତ୍ୟାଦି ରୋଗରେ ଏହା ନିର୍ଦ୍ଦିଷ୍ଟ ଭାବରେ ଦିଆଯାଏ । ହୃଦ୍‌ଘାତ ଆରମ୍ଭ ହେବା ସଙ୍ଗେ ସଙ୍ଗେ ଆସ୍ପିରିନ ଦେଲେ ମୃତ୍ୟୁ ସଙ୍କଟ କମିଯାଏ । ଉଚ୍ଚ ସଙ୍କଟ ଥିବା ଲୋକଙ୍କର ହୃଦ୍‌ଘାତ, ସ୍ଟ୍ରୋକ ଓ ଥ୍ରୋମ୍ବସ () ରୋଗମାନଙ୍କର ପ୍ରତିରୋଧ ନିମନ୍ତେ ଦୀର୍ଘକାଳୀନ ଆସ୍ପିରିନ ଦିଆଯାଏ । ଆସ୍ପିରିନ ଦେଲେ କୋଲୋରେକ୍ଟାଲ କର୍କଟ ଭଳି କେତେକ କର୍କଟ ରୋଗମାନଙ୍କର ସଙ୍କଟ କମିଯାଏ । ଜ୍ୱର ଓ ଯନ୍ତ୍ରଣା ନିମନ୍ତେ ଦେଲେ ଏହି ଔଷଧର କାର୍ଯ୍ୟ ୩୦ ମିନିଟ ମଧ୍ୟରେ ଆରମ୍ଭ ହୋଇଯାଏ ।