Top 10 similar words or synonyms for darwin

minute    0.996702

serbian    0.994328

graf    0.994281

eu    0.993947

additional    0.993285

kôro    0.993188

files    0.993030

once    0.992990

returns    0.992951

unwin    0.992901

Top 30 analogous words or synonyms for darwin

Article Example
ଦଶାବତାର ଡାରୱିନ୍ (Darwin) ଙ୍କର ବିବର୍ତ୍ତନ ବାଦ (Evolution theory) ସଙ୍ଗେ ହିନ୍ଦୁମାନଙ୍କର ଦଶ ଅବତାର ତୁଳନା କଲେ ଜୀବସୃଷ୍ଟିରେ ବିବର୍ତ୍ତନର ଭିନ୍ନ ଭିନ୍ନ ଅନୁରୂପ କ୍ରମିକ ସୋପାନ ଦେଖାଯାଏ । ଯଥା – ‘ମତ୍ସ୍ୟ’ ପ୍ରଥମ ପୂର୍ଣ୍ଣ ଜଳଚର । ‘ମତ୍ସ୍ୟ’ରୁ ବିବର୍ତ୍ତନ ଦ୍ବାରା ଉଭୟଚର (ବେଶି ସମୟ ଜଳରେ ଓ ଅଳ୍ପ ସମୟ ସ୍ଥଳରେ ବିଚରଣ କରୁଥିବା) ‘କଚ୍ଛପ’ । ତତ୍ପରେ ସ୍ଥଳଚର (ଅଧିକାଂଶ ସମୟ ସ୍ଥଳରେ ଓ ଅତି ଅଳ୍ପକାଳ ଜଳ ବା ପଙ୍କରେ ବିଚରଣକାରୀ) ‘ବରାହ’ (ପଶୁ ସୃଷ୍ଟିର ଆରମ୍ଭ) । ‘ବରାହ’ ପରେ ‘ନୃସିଂହ’ (ଅଧା ପଶୁ ଓ ଅଧା ମନୁଷ୍ୟ ଓ ତାହାର ଅସ୍ତ୍ର ଦନ୍ତ ଓ ନଖ) । ତତ୍ପରେ ‘ବାମନ’ (ଅର୍ଥାତ ସମସ୍ତ ଅଙ୍ଗବିଶିଷ୍ଟ କିନ୍ତୁ ମନୁଷ୍ୟର ପୂର୍ଣ୍ଣାକାର ପ୍ରାପ୍ତ ହୋଇ ନ ଥିବା ମନୁଷ୍ୟ) । ତତ୍ପରେ ‘ପର୍ଶୁରାମ’ (ଅର୍ଥାତ ପୂର୍ଣ୍ଣ ସଭ୍ୟତା ପାଇ ନ ଥିବା ଓ ଯୁଦ୍ଧପ୍ରିୟ ଆଦିମ ଅବସ୍ଥାର ମନୁଷ୍ୟ; ତାହାର ଅସ୍ତ୍ର ଗୋଟିଏ ଲୌହମୟ କୁଠାର) । ତତ୍ପରେ ‘ରାମ’ (ସମାଜ ଓ ରାଜ୍ୟ ପରିଚାଳନରେ ଦକ୍ଷ କିନ୍ତୁ କୃଷି ବିଦ୍ୟାରେ ନିପୁଣତା ଲାଭ କରି ନ ଥିବା ଅବସ୍ଥା) । ତତ୍ପରେ ‘ବଳରାମ’ (କୃଷିଜୀବୀ ଓ ସଂସାର କର୍ମରତ ମନୁଷ୍ୟ) । ତତ୍ପରେ ‘ବୁଦ୍ଧ’ ଧର୍ମପ୍ରାଣତା ଯୁକ୍ତ ଓ ଆଧ୍ୟାତ୍ମିକତା (spirituality) ଯୁକ୍ତ ମନୁଷ୍ୟ ଓ ପରିଶେଷରେ କଳ୍କୀ ଅବତାର (ଯାହା ଏ ପର୍ଯ୍ୟନ୍ତ ହୋଇନାହିଁ); ଏ ଜନ ସମାଜରେ ବିପ୍ଳବ ଓ ଭୟଙ୍କର ଗଣ୍ଡଗୋଳ ଓ ରକ୍ତପାତ ଘଟାଇବା ବ୍ୟକ୍ତି।