Top 10 similar words or synonyms for database

report    0.981811

services    0.980482

page    0.980426

news    0.978413

country    0.976313

ozone    0.975035

european    0.974974

statistics    0.974856

guide    0.974427

documentation    0.974405

Top 30 analogous words or synonyms for database

Article Example
ୟୁନିଫର୍ମ ରିସୋର୍ସ ଲୋକେଟର ୟୁନିଫର୍ମ୍ ରିସୋର୍ସ୍ ଲୋକେଟର୍ (URL) ହେଉଛି ଇଣ୍ଟରନେଟରେ ଉପଲବ୍ଧ ଯେ କୌଣସି ପୃଷ୍ଠାର ଠିକଣା । ଏହାକୁ ମଧ୍ୟ ସାଧାରଣ ଭାବେ "ଇଣ୍ଟରନେଟ ଆଡ୍ରେସ" ବା "ୱେବ ଆଡ୍ରେସ" କୁହାଯାଏ । ଏହି ଠିକଣାଦ୍ୱାରା ଏକ କମ୍ପ୍ୟୁଟର ନେଟୱାର୍କ‌ରେ ସଂଲଗ୍ନ ପୃଷ୍ଠାଟିର ସ୍ଥିତି ତ‌ଥା ଏହାକୁ ଖୋଜି ପାଇବାର କୌଶଳ ସମ୍ପର୍କରେ ଜଣା ପଡ଼ିଥାଏ । ପ୍ରତ୍ୟେକ ୱେବ୍ ପେଜ୍ ବା ପୃଷ୍ଠା ପାଇଁ ଏହି URL ଅଲଗା ଅଲଗା ହୋଇଥାଏ । ୟୁନିଫର୍ମ ରିସୋର୍ସ ଲୋକେଟର (URL) ହେଉଛି ଏକ ପ୍ରକାରର ୟୁନିଫର୍ମ ରିସୋର୍ସ ଆଇଡେଣ୍ଟିଫାୟର (URI) । URIଦ୍ୱାରା ଏକ ୱେବ ପେଜ୍‌କୁ କେବଳ ଚିହ୍ନଟ କରାଯାଇଥାଏ । କିନ୍ତୁ URLଦ୍ୱାରା ୱେବ ପେଜ୍‌ଟିକୁ ଖୋଜି ପାଇବାର କୌଶଳ ମଧ୍ୟ ଜଣାପଡ଼ିଥାଏ । ଯଦିଓ ଏହାକୁ ମୁଖ୍ୟତଃ ୱେବ ପେଜ୍‌ର ଠିକଣା ଭାବେ ବ୍ୟବ‌ହାର କରାଯାଏ, ଫାଇଲ୍ ଆଦାନପ୍ରଦାନ (File transfer), ଇମେଲ (E-mail), ଡାଟାବେସ ବ୍ୟବ‌ହାର (Database access) ଏବଂ ଆହୁରି ଅନେକ କ୍ଷେତ୍ରରେ ମଧ୍ୟ ଏହା ବ୍ୟବ‌ହୃତ ହୋଇଥାଏ । ଅଧିକାଂଶ ୱେବ ବ୍ରାଉଜର‌ରେ ୱେବ ପେଜ୍‌ର ଉପରେ ଥିବା ଆଡ୍ରେସ ବାର‌ରେ ୱେବ ପେଜ୍‌ଟିର URL ପ୍ରଦର୍ଶିତ ହୋଇଥାଏ । ନିମ୍ନଲିଖିତ ଧାଡ଼ିଟିକୁ ଏକ ସାଧାରଣ URLର ଉଦାହରଣ ଭାବେ ନିଆଯାଇ ପାରେ :