Top 10 similar words or synonyms for documentary

moog    0.991907

nehwal    0.990367

nlm    0.989645

thorium    0.989497

pound    0.989318

learn    0.989183

collected    0.989127

lumbini    0.989106

audio    0.988956

vedanta    0.988873

Top 30 analogous words or synonyms for documentary

Article Example
ଭୀମ ସିଂ ଭୀମ ସିଂ ( ୧୩ ନଭେମ୍ବର ୧୯୩୪ - ୨୧ ଅଗଷ୍ଟ ୨୦୧୦) ଓଡ଼ିଆ ନାଟକ , ଆକାଶବାଣୀ, ଦୂରଦର୍ଶନ ଓ କଥାଚିତ୍ର ଜଗତର ଜଣେ ଜଣାଶୁଣା ଅଭିନେତା । ଅଭିନେତା ଓ ସହକାରୀ/ ସହଯୋଗୀ ନିର୍ଦ୍ଦେଶକ ଭାବେ ସେ ଓଡ଼ିଶାର ବିଶିଷ୍ଟ ନିର୍ଦ୍ଦେଶକ ନିତାଇ ପାଲିତଙ୍କ ସହ ବହୁ ଓଡ଼ିଆ କଥାଚିତ୍ରରେ କାମ କରିଥିଲେ । ଚିତ୍ରନାଟ୍ୟ, ସଂଳାପ ଲିଖନ କ୍ଷେତ୍ରରେ ସେ ବହୁତ ଫିଲ୍ମ ସହିତ ସଂଶ୍ଳିଷ୍ଟ ଥିଲେ । ଏତତ ବ୍ୟତୀତ ସେ ବହୁ ପ୍ରାମଣିକ (documentary) ଚଳଚ୍ଚିତ୍ର ପାଣ୍ଡୁଲିପି ଲେଖିବା ସହ ଓଡ଼ିଆ ନାଟକ, ସଂଗୀତ, ଭକ୍ତିକଥା, ଲୋକ ପରମ୍ପରା ସମ୍ପର୍କରେ ବହୁ ଉଚ୍ଚକୋଟିର ପ୍ରବନ୍ଧ ମାନ ଲେଖିଛନ୍ତି । ୨୦୦୮ରେ ତାଙ୍କ ସଂକଳିତ "ଓଡ଼ିଆ ଚଳଚ୍ଚିତ୍ରର ଅଜ୍ଞାତ ଅଧ୍ୟାୟ" ଓଡ଼ିଆ ସିନେମା ବିଶେଷ କରି ପୁରୁଣା ସିନେମାର ଏକ ଜ୍ଞାନକୋଷ ।