Top 10 similar words or synonyms for ether

cloud    0.905467

papaya    0.896047

phosphorus    0.895414

ic    0.893344

antiseptic    0.886562

lyrics    0.886355

slam    0.885530

floor    0.885106

prove    0.884822

opium    0.884343

Top 30 analogous words or synonyms for ether

Article Example
ସ୍ନେହସାର ସ୍ନେହସାର (Lipid) ଏକ ଚର୍ବି କିମ୍ବା ତୈଳଜାତୀୟ ପଦାର୍ଥ ଅଟେ । ଏହା ବିବିଧଶ୍ରେଣୀୟ ଯୌଗିକ ଜୈବ ଅଣୁ । ଏହା ଜଳରେ ଅଦ୍ରବଣୀୟ । କିନ୍ତୁ ଇଥର (Ether), ଇଥାନଲ (Ethanol) ଓ ବେଞ୍ଜିନ୍ (Benzene) ଭଳି ଜୈବ ଦ୍ରାବକରେ ଏଗୁଡ଼ିକ ସ‌ହଜରେ ଦ୍ରବୀଭୂତ ହୋଇଥାନ୍ତି । ଶ୍ୱେତସାର ପରି ସ୍ନେହସାର ମଧ୍ୟ ଅଙ୍ଗାରକ, ଉଦ୍‌ଜାନ ଓ ଅମ୍ଳଜାନ ଅଣୁଦ୍ୱାରା ଗଠିତ । କେତେକ ସ୍ନେହସାରରେ ଯବକ୍ଷାରଜାନ, ଗନ୍ଧକ ତ‌ଥା ଫସଫରସ୍ ଅଣୁ ସଂଯୋଜିତ ହୋଇ ରହିଥାଏ । ସ୍ନେହସାର ଉଭୟ ଉଦ୍ଭିଦ ଓ ପ୍ରାଣୀ ଶରୀରରେ ଗଚ୍ଛିତ ହୋଇ ରହିଥାଏ । ଏହା କୋଷ ଆବରଣର ଗାଠନିକ ଉପାଦାନ ଅଟେ । ଏହା ବ୍ୟତୀତ ରାଶି, ଚିନାବାଦାମ ଓ ବିଭିନ୍ନ ପ୍ରକାରର ଫଳରେ ଏବଂ ପ୍ରାଣୀମାନ‌ଙ୍କର ମେଦତନ୍ତୁ, ଅସ୍ଥିମଜ୍ଜା ଓ ସ୍ନାୟୁତନ୍ତୁରେ ମଧ୍ୟ ସ୍ନେହସାର ଗଚ୍ଛିତ ହୋଇରହିଥାଏ ।
ଫୋଟନ୍‌ ଆଲୋକ ହେଉଛି ଶକ୍ତିର ଏକ ପ୍ରବାହା ଶକ୍ତିର ପ୍ରବାହକୁ ତରଙ୍ଗ କୁହାଯାଏ । ତେଣୁ ଆଲୋକକୁ ଏକ ତରଙ୍ଗ କହିବା ଯୁକ୍ତିଯୁକ୍ତ । ତେବେ ସାର୍ ଆଇଜାକ୍ ନିଉଟନ୍ ବିଶ୍ଵାସ କରୁଥିଲେ ଯେ ଆଲୋକ କେତେକ କଣିକାକୁ ନେଇ ଗଠିତ । ଦର୍ପଣ ଉପରେ ଆଲୋକ ପଡ଼ିଲେ ପ୍ରତିଫଳିତ ("Reflection" ) ହେବା ଓ ବାୟୁ ମାଧ୍ୟମରୁ କାଚ ମାଧ୍ୟମକୁ ଆଲୋକ ପ୍ରବେଶ କଲେ ବଙ୍କେଇ ଯିବା (ପ୍ରତିସରଣ - "Reflection") ଭଳି ଆଲୋକୀୟ ପରିଘଟଣାଗୁଡ଼ିକୁ ମଧ୍ୟ ନିଉଟନ୍ ବୁଝେଇ ପାରିଲ । ଆଲୋକ ଉପରେ ନିଉଟନ୍‌ଙ୍କର ଗୁରୁତ୍ତ୍ଵପୂର୍ଣ୍ଣ ଗବେଷଣା ବିଷୟରେ ତାଙ୍କର "ଅପ୍‌ଟିକ୍ସ' ("Optiks" ) ପୁସ୍ତକରେ ସେ ଲେଖିଛନ୍ତି । ନିଉଟନ୍‌ଙ୍କର ସମସାମୟିକ ପଦାର୍ଥ ବିଜ୍ଞାନୀ ଖ୍ରୀଷ୍ଟିଆନ୍ ହାଇଜେନ୍‌ସ୍ ("Christiaan Huygens" ) କିନ୍ତୁ ଆଲୋକକୁ ଭିନ୍ନ ରୂପରେ ଦେଖୁଥିଲ । ସେ ଆଲୋକକୁ ତରଙ୍ଗ ବୋଲି କହୁଥିଲେ । ସେ ଭାବୁଥିଲେ ଯେ ଶବ୍ଦ ଭଳି ଆଲୋକ ଏକ ଯାନ୍ତ୍ରିକ ତରଙ୍ଗ, ଯାହାକି ଇଥର୍ ("Ether" ) ମାଧ୍ୟମରେ ପ୍ରବାହିତ ହୋଇଥାଏ । କିନ୍ତୁ, ସେତେବେଳେ ନିଉଟନ୍‌ଙ୍କ କଥାକୁ ଲୋକେ ଗୁରୁତ୍ଵ ଦେଉଥିଲେ । ପ୍ରାୟ ୧୦୦ ବର୍ଷ ପରେ ବୈଜ୍ଞାନିକ ଥମାସ୍ ୟଙ୍ଗ୍ ("Thomas Young" ) ନିଜର ଗୁରୁତ୍ବପୂର୍ଣ୍ଣ ଦ୍ଵି-ରେଖାଛିଦ୍ର ("Double-Slit" ) ପରୀକ୍ଷା ମାଧ୍ୟମରେ ପ୍ରମାଣ କରିଦେଲେ ଯେ ଆଲୋକ ଏକ ତରଙ୍ଗ ।
ଆଲୋକ ଆଲୋକ ହେଉଛି ଶକ୍ତିର ଏକ ପ୍ରବାହା ଶକ୍ତିର ପ୍ରବାହକୁ ତରଙ୍ଗ କୁହାଯାଏ । ତେଣୁ ଆଲୋକକୁ ଏକ ତରଙ୍ଗ କହିବା ଯୁକ୍ତିଯୁକ୍ତ । ତେବେ ସାର୍ ଆଇଜାକ୍ ନିଉଟନ୍ ବିଶ୍ଵାସ କରୁଥିଲେ ଯେ ଆଲୋକ କେତେକ କଣିକାକୁ ନେଇ ଗଠିତ । ଦର୍ପଣ ଉପରେ ଆଲୋକ ପଡ଼ିଲେ ପ୍ରତିଫଳିତ ("Reflection" ) ହେବା ଓ ବାୟୁ ମାଧ୍ୟମରୁ କାଚ ମାଧ୍ୟମକୁ ଆଲୋକ ପ୍ରବେଶ କଲେ ବଙ୍କେଇ ଯିବା (ପ୍ରତିସରଣ - "Reflection") ଭଳି ଆଲୋକୀୟ ପରିଘଟଣାଗୁଡ଼ିକୁ ମଧ୍ୟ ନିଉଟନ୍ ବୁଝେଇ ପାରିଲ । ଆଲୋକ ଉପରେ ନିଉଟନ୍‌ଙ୍କର ଗୁରୁତ୍ତ୍ଵପୂର୍ଣ୍ଣ ଗବେଷଣା ବିଷୟରେ ତାଙ୍କର "ଅପ୍‌ଟିକ୍ସ' ("Optiks" ) ପୁସ୍ତକରେ ସେ ଲେଖିଛନ୍ତି । ନିଉଟନ୍‌ଙ୍କର ସମସାମୟିକ ପଦାର୍ଥ ବିଜ୍ଞାନୀ ଖ୍ରୀଷ୍ଟିଆନ୍ ହାଇଜେନ୍‌ସ୍ ("Christiaan Huygens" ) କିନ୍ତୁ ଆଲୋକକୁ ଭିନ୍ନ ରୂପରେ ଦେଖୁଥିଲ । ସେ ଆଲୋକକୁ ତରଙ୍ଗ ବୋଲି କହୁଥିଲେ । ସେ ଭାବୁଥିଲେ ଯେ ଶବ୍ଦ ଭଳି ଆଲୋକ ଏକ ଯାନ୍ତ୍ରିକ ତରଙ୍ଗ, ଯାହାକି ଇଥର୍ ("Ether" ) ମାଧ୍ୟମରେ ପ୍ରବାହିତ ହୋଇଥାଏ । କିନ୍ତୁ, ସେତେବେଳେ ନିଉଟନ୍‌ଙ୍କ କଥାକୁ ଲୋକେ ଗୁରୁତ୍ଵ ଦେଉଥିଲେ । ପ୍ରାୟ ୧୦୦ ବର୍ଷ ପରେ ବୈଜ୍ଞାନିକ ଥମାସ୍ ୟଙ୍ଗ୍ ("Thomas Young" ) ନିଜର ଗୁରୁତ୍ବପୂର୍ଣ୍ଣ ଦ୍ଵି-ରେଖାଛିଦ୍ର ("Double-Slit" ) ପରୀକ୍ଷା ମାଧ୍ୟମରେ ପ୍ରମାଣ କରିଦେଲେ ଯେ ଆଲୋକ ଏକ ତରଙ୍ଗ ।