Top 10 similar words or synonyms for halo

rocks    0.976671

im    0.975212

bahu    0.975010

plotarea    0.973864

sample    0.972711

banikantha    0.971752

turn    0.971448

thousand    0.971416

habenaria    0.971169

jamiah    0.971012

Top 30 analogous words or synonyms for halo

Your secret weapon. Online courses as low as $11.99

Article Example
ପରଳ ପରଳ (ଇଂରାଜୀ ଭାଷାରେ କାଟାରାକ୍ଟ/ Catarect) ନାମକରଣ କରାଯାଏ ଚକ୍ଷୁ ମଧ୍ୟରେ ଥିବା ଜୈବିକ ଯବକାଚ ବା ଲେନ୍ସର, ଯେତେବେଳେ ତାହା ମେଘୁଆ ବା ଅସ୍ୱଚ୍ଛ ହୋଇ ଦୃଷ୍ଟିହାନି ହୁଏ । ଏହା ଗୋଟିଏ ଆଖିରେ ବା ଉଭୟ ଆଖିରେ ହୋଇପାରେ । ଏହାର ଲକ୍ଷଣ: ରଙ୍ଗ ଫିକା ଦେଖାଯାଏ, ଦୃଶ୍ୟ ଅସ୍ପଷ୍ଟ ହୁଏ, ଆଲୋକ ଚାରିପଟେ ଉଜ୍ଜ୍ୱଳ ଆଲୋକ ଛଟା (halo) ଦେଖାଯାଏ, ଉଜ୍ଜ୍ୱଳ ଆଲୋକ ଦେଖିବାରେ ଅସୁବିଧା ଓ ରାତିରେ ଦେଖିବା ଅସୁବିଧା ହୁଏ । ପଢ଼ିବା, ଗାଡ଼ି ଚଲେଇବା ଓ ମୁହଁ ଚିହ୍ନିବାରେ ଅସୁବିଧା ହୁଏ । ଦୃଷ୍ଟିହାନି ଯୋଗୁ ପଡ଼ିଯିବା ସଙ୍କଟ ରହେ ଓ ଅବସାଦ ହୁଏ । ସାରା ପୃଥିବୀରେ ପରଳ କାରଣରୁ ମୋଟ ଅନ୍ଧ ଲୋକସଂଖ୍ୟାର ଅଧା ଅଟନ୍ତି ଓ ୩୩ % ଲୋକଙ୍କର ଦୃଷ୍ଟିହାନି ହୁଏ ।