Top 10 similar words or synonyms for info

pronunciation    0.945137

archive    0.853894

mantri    0.850182

interview    0.839702

news    0.838943

john    0.836945

cricket    0.834718

august    0.833188

saxena    0.831009

july    0.830893

Top 30 analogous words or synonyms for info

Article Example
ଲିଓନାର୍ଡୋ ଦା ଭିନ୍‌ସି ଲିଓନାର୍ଡୋ ଦା ଭିନ୍‌ସି (Leonardo di ser Piero da Vinci: Italian pronunciation: [leoˈnardo da vˈvintʃi] pronunciation (help•info); 15 April 1452 – 2 May 1519, Old Style) ଜଣେ ଇତାଲିୟ ବ୍ୟକ୍ତି ଥିଲେ ଓ ଏକା ଧାରରେ ଜଣେ ଚିତ୍ରକର, ସ୍ଥପତି, ଆର୍କିଟେକ୍ଟ, ସଙ୍ଗୀତଜ୍ଞ, ଗଣିତଜ୍ଞ, ଯନ୍ତ୍ରୀ (ଇଞ୍ଜିନିଅର), ଉଦ୍ଭାବକ, ଶରୀର ଗଠନ ବିଶେଷଜ୍ଞ (ଆନାଟମିଷ୍ଟ), ଭୂତତ୍ତ୍ଵବିଦ (ଜେଓଲୋଜିଷ୍ଟ), କାର୍ଟୋଗ୍ରାଫର, ଉଭିଦବିଜ୍ଞାନୀ ଓ ଲେଖକ ଥିଲେ । ସେ ଅତ୍ୟଧିକ କୌତୁହଳି ଓ ଅନୁସନ୍ଧିତ୍ସୁ ଥିଲେ । ତାଙ୍କୁ ରେନାସାଁ ମଣିଷ ବା ଅତୃପ୍ତ କୌତୁହଳି ଓ ଅତ୍ୟଧିକ ଉଦ୍ଭାବନୀ ଚିନ୍ତାଧାରା ସମ୍ପର୍ଣ୍ଣ କୁହାଯାଉଥିଲା । ତାଙ୍କୁ ସର୍ବକାଳୀନ ଶ୍ରେଷ୍ଠ ଚିତ୍ରକର ଓ ବିବିଧ କଳାସମ୍ପର୍ଣ୍ଣ ମଣିଷ କୁହାଯାଏ । ଐତିହାସିକ ହେଲେନ ଗାର୍ଡନରଙ୍କ ମତରେ ତାଙ୍କ ଭଳି ଅନୁସନ୍ଧାନ ଆଗ୍ରହୀ ସଂସାରରେ ଅଦ୍ଵିତୀୟ ଓ ଅବିଦିତ । ତାଙ୍କର ମନ personality ସେ ଅତିମାନବୀୟ ଥିଲେ ତଥା ସେ ନିଜେ mysterious ଓ remote ଥିଲେ । ମାର୍କୋ ରୋଷୀ ମତରେ ଲିୟନାର୍ଡୋଙ୍କ ବିଷୟରେ ବହୁତ ଜିଜ୍ଞାସା ଥିଲେ ମଧ୍ୟ ସେ ତତ୍ତ୍ଵାନୁମୋଦିତ ଥିଲେ । ତାଙ୍କର ଦୃଷ୍ଟିରେ ସଂସାର ରହସ୍ୟମୟ ନ ହୋଇ ତାତ୍ଵିକ ଥିଲା । ତାଙ୍କର କର୍ମ ପଦ୍ଧତି ସେ ଯୁଗ ନିମନ୍ତେ ଅସାଧାରଣ ଥିଲା।