Top 10 similar words or synonyms for response

sometimes    0.979446

approximately    0.979229

a_table    0.977621

tables    0.977110

comments    0.976074

keys    0.975753

liquids    0.975724

superfluid    0.975085

attractive    0.975005

directly    0.974288

Top 30 analogous words or synonyms for response

Article Example
କ୍ୟୁ. ଆର. କୋଡ଼ କ୍ୟୁ.ଆର.କୋଡ଼ (QR code: Quick Response Code) ମାଟ୍ରିକ୍ସ ବାରକୋଡ଼ ନିମନ୍ତେ ଏକ ଟ୍ରେଡ ମାର୍କ ଯାହା ଜାପାନରେ ପ୍ରଥମେ ଅଟୋମୋଟିଭ ଇଣ୍ଡସ୍ଟ୍ରି ନିମନ୍ତେ ଡିଜାଇନ କରାଯାଇଥିଲା । ଏହା ମେସିନ ପଢ଼ିପାରିବା ଭଳି ଏକ ଅପ୍ଟିକାଲ ଲେବେଲ ଯେଉଁଥିରେ କୌଣସି ନିର୍ଦ୍ଦିଷ୍ଟ ବିଷୟର ବିବରଣୀ ଥାଏ ଯାହା ସ‌ହ ଏହା ସଂଯୁକ୍ତ ଥାଏ । ଏହି କୋଡ଼ ଚାରି ପ୍ରକାର (ନ୍ୟୁମେରିକ, ଆଲଫାନ୍ୟୁମେରିକ, ବାଇଟ/ବାଇନାରି ଓ କାଞ୍ଜି) ସ୍ଟାଣ୍ଡାର୍ଡ ଏନ‌କୋଡିଙ୍ଗ ମୋଡଦ୍ୱାରା ଡାଟା ଷ୍ଟୋର କରିବାକୁ ବ୍ୟବ‌ହାର କରେ ।
ସିଜୋଫ୍ରେନିଆ ସିଜୋଫ୍ରେନିଆ ଏକ ଅସାଧାରଣ ମାନସିକ ବ୍ୟାଧି ଯେଉଁଥିରେ ଚିନ୍ତା ଧାରା (Thought process) ବ୍ୟାହତ ହେବା ସହ ଭାବ ପ୍ରବଣତାର(Emotional response) ପ୍ରତିକ୍ରିୟା କମିଯାଏ । ରୋଗ ଲକ୍ଷଣ: ଅନୁଭବ ବିଭ୍ରମ (Hallucination), ମାନସିକ ବିକାର, ଅବାସ୍ତବ ବିଶ୍ଵାସ(Delusion), ଅସଞ୍ଜତ ବାର୍ତ୍ତଳାପ ଓ ଚିନ୍ତାଧାରା । ଏହା ସହ ସମାଜିକ କର୍ତ୍ତବ୍ୟ ଓ କର୍ମକ୍ଷେତ୍ରରେ ମଧ୍ୟ ଅବନତି ହୁଏ । ଏହା ସ୍ଵଳ୍ପ ଯୁବାବସ୍ଥାରେ ଆରମ୍ଭ ହୁଏ । ରୋଗୀର ବ୍ୟବହାର, ଅନୁଭୁତି ଏବଂ ସାମାଜିକ ଆଉ ବ୍ୟକ୍ତିଗତ ଅବସ୍ତାକୁ ସୁଚାରୁ ରୁପେ ଅଧୟନ କଲାପରେ ଏହି ରୋଗକୁ ନିର୍ଣ୍ଣୟ କରାଯାଏ ।