Top 10 similar words or synonyms for skeleton

leaf    0.972622

tea    0.968924

golden    0.963256

icons    0.963012

typewriter    0.962054

kingfisher    0.960394

pair    0.959258

top    0.958324

winter    0.958176

compass    0.957952

Top 30 analogous words or synonyms for skeleton

Article Example
କଙ୍କାଳ କଙ୍କାଳ ଶବ୍ଦର ଇଂରାଜୀ ପ୍ରତିଶବ୍ଦ ହେଉଛି ସ୍କେଲିଟନ୍ (Skeleton) ଯାହାକି ଏକ ଗ୍ରିକ୍ ଶବ୍ଦ ଓ ତାହାର ଅର୍ଥ ହେଉଛି ଶୁଷ୍କ ଦେହ ବା ମମି (skeletos = "dried-body", "mummy") । ଏହା ଶରୀରର ଏପରି ଏକ ଅଙ୍ଗ ଯିଏ ଜୀବର ସମୁଦାୟ ଶରୀରକୁ ଆଶ୍ରା(Support) ଦିଏ । ଦୁଇ ପ୍ରକାର କଙ୍କାଳ ଅଛି: ବହିଃ କଙ୍କାଳ ଓ ଅନ୍ତଃ କଙ୍କାଳ । ଯେଉଁ କଙ୍କାଳ ଜୀବ ଶରୀରର ବହିଃ ଆବରଣ ବା ଘୋଡ଼ଣୀ ଭଳି ଥାଏ ତାହାକୁ ବହିଃ କଙ୍କାଳ କହନ୍ତି । ଶରୀର ଅଭ୍ୟନ୍ତରରେ ଥିବା କଙ୍କାଳକୁ ଅନ୍ତଃ କଙ୍କାଳ କହନ୍ତି ।