Top 10 similar words or synonyms for twist

assistant    0.951423

arun    0.950310

justify    0.949367

jadoo    0.949110

loafer    0.948999

अड    0.948597

kar    0.948589

babu    0.947536

हव    0.947121

ten    0.947120

Top 30 analogous words or synonyms for twist

Article Example
ଚାର୍ଲ୍ସ ଡିକେନ୍ସ  ଏହା ପରେ ତାଙ୍କର ଧାରାବାହିକ ଲେଖା "  The Pickwick Papers" ବହୁଳ ଭାବରେ ଆଦୃତ ହେବାରେ ଲାଗିଲା । ଅଙ୍କିତ ଚିତ୍ର ସହ ପ୍ରକାଶିତ ହଉଥିବା ଏହି ଧାରାବାହିକ ଯୋଗୁଁ ମେଗାଜିନର ବିକ୍ରୟ କ୍ରମଶଃ ୪୦,୦୦୦ରୁ ଅଧିକ ହେଇଯାଇଥିଲା ଓ ପତ୍ରିକାର ଜନପ୍ରିୟତା ଏଥିଯୋଗୁ ବହୁଳ ଭାବରେ ବର୍ଦ୍ଧନ ହେଇଥିଲା । ୧୮୩୬ ମସିହାରେ ଡିକେନ୍ସ "Bentley's Miscellany" ନାମକ ପତ୍ରିକାର ସମ୍ପାଦକ ପଦ ଗ୍ରହଣ କରି ପରବର୍ତୀ ୩ ବର୍ଷ ଏଥିରେ ଧାରାବାହିକ ପ୍ରକାଶନ କରିଥିଲେ । ଏହା ସହ ସେ " Oliver Twist "କୁ ଧାରାବାହିକ ଭାବରେ ଆରମ୍ଭ କରିଥିଲେ । ଏକ ବାଳକର କାହାଣୀକୁ ନେଇ ଉପନ୍ୟାସ ଭାବରେ ଏହା ଭିକ୍ଟୋରିଆ ଯୁଗର ପ୍ରଥମ ଉପନ୍ୟାସ ଥିଲା । 
ଚାର୍ଲ୍ସ ଡିକେନ୍ସ ତାଙ୍କ ସମୟରେ ଡିକେନ୍ସ ଜଣେ ପ୍ରବୃଦ୍ଧ ସାହିତ୍ୟିକ ଭାବରେ ଜଣା ଶୁଣା ହେଇ ସାରିଥିଲେ ଓ ୧୯୪୮ ମସିହାରେ ତାଙ୍କର ଉପନ୍ୟାସ “A Christmas Carol,” ବହୁ ପ୍ରଶଂଷିତ ହେବା ସହ ଅନେକ ନୂତନ ଲେଖକଙ୍କ ପାଇଁ ମାର୍ଗଦର୍ଶକ ହେଇଥିଲା । ତାଙ୍କର ଉପନ୍ୟାସ “"Oliver Twist "“ଓ “ "Great Expectations"” ଆଦୃତ ହେବା ସହ ଆଦର୍ଶ ମଧ୍ୟ ହେଇଥିଲା । ତାଙ୍କର ଲେଖା ସବୁକୁ ଭିକ୍କ୍ଟୋରିଆ ଯୁଗର ଉପୋନ୍ୟାସ ସାହିତ୍ୟର ଏକ ନିଦର୍ଶନ ଭାବରେ ନିଆଯାଇ ଆସୁଛି । ଲଣ୍ଡନ ଓ ପାରିସ ଦୁଇଟି ମୁଖ୍ୟ ଇଉରୋପୀୟ ମହାନଗରୀ ଉପରେ ପରଜ୍ଯବେଶିତ ଡିକେନ୍ସଙ୍କ ଉପନ୍ୟାସ “A Tale of Two Cities,”ରେ ସେ ଯୁଗର ଏକ ଶ୍ରେଷ୍ଠ ଏଇତିହାସିକ କାଳ୍ପନିକ ଉପନ୍ୟାସ ଭାବରେ ତାଙ୍କୁ ସ୍ବୀକୃତି ଦେଇଥିଲା । ଡିକେନ୍ସଙ୍କ ଲେଖା ସମୂହକୁ ବିଶ୍ଵର ପ୍ରଖ୍ୟାତନାମା ଲେଖକ ଲିଓ ଟଲଷ୍ଟୟ , ଜର୍ଜ ଅରୱେଲ, ଓ ଜି . କେ . ଚେଷ୍ଟାରଟନ ଲେଖା ସମୂହରେ ରହିଥିବା ମାନବୀୟ ମୂଲ୍ୟବୋଧ, ବାସ୍ତବିକତା , ହସ୍ୟରସ , ଗଦ୍ୟ ଶୈଳୀ , ଚରିତ୍ର ଚିତ୍ରଣ ଶୈଳୀ ପାଇଁ ଭୂୟସୀ ପ୍ରସଂଶା କରିଥିଲେ । ଅପର ପକ୍ଷରେ ଓସ୍କାର ୱାଇଲ୍ଡ , ହେନେରୀ ଜେମ୍ସ ଓ ଭିର୍ଜିନିଆ ଊଲ୍ଫ ତାଙ୍କର ସାହିତ୍ୟରେ ମନସ୍ତାତ୍ଵିକ ଗଭୀରତାର ଅଭାବ ଓ ହୁଗୁଳା ବିଷୟ ଲେଖୁ ଥିବାର ଅଭିଯୋଗ ମଧ୍ୟ କରିଥିଲେ । ତେବେ ତାଙ୍କର ଲେଖାର ଶୈଳୀ “ ଡିକେନ୍ସଆନ” ଶୈଳୀ ଭାବରେ ପରିଚିତ ହେଇ ଦରିଦ୍ର ସାମାଜିକ ଅବସ୍ଥା ଓ ହାସ୍ୟ- କାରୁଣ୍ୟର ପରିଚୟ ଦେଇଥିଲା ।